୩ରୁ ୪ ବର୍ଷ ଧରି କୌଣସି ବଜେଟ୍ ବରାଦ ପାଇନଥିବା ଯୋଜନା ବନ୍ଦ ହେବ। ଏ ନେଇ ACSଙ୍କ ଅଧ୍ୟକ୍ଷତାରେ ଏପ୍ରିଲ ୧୬ରୁ ୧୮ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ବୈଠକରେ ୨୩ଟି ବିଭାଗର ଯୋଜନାଗୁଡ଼ିକୁ ସମୀକ୍ଷା କରାଯାଇଥିଲା।
କେନ୍ଦ୍ରୀୟ ଯୋଜନାରେ କିପରି ହିତାଧିକାରୀ ଉପକୃତ ହେବେ ସେନେଇ ପଦକ୍ଷେପ ନିଆଯିବ।
Credible Local News of Odisha