ଅଖିଳ ଭାରତ କ୍ଷୁଦ୍ର ମଧ୍ୟମ ସମ୍ବାଦପତ୍ର ମହାସଂଘର ଜାତୀୟ ସମ୍ମିଳନୀ

କୋରାପୁଟ ଜିଲ୍ଲା ଜୟପୁରଠାରେ ଅଖିଳ ଭାରତ କ୍ଷୁଦ୍ର ମଧ୍ୟମ ସମ୍ବାଦପତ୍ର ମହାସଂଘର ୩ ଦିନିଆ ୨୧ତମ ଜାତୀୟ ସମ୍ମିଳନୀର ଆଜି ଦ୍ଵିତୀୟ ଦିନରେ ଏମଏସ ସ୍ୱାମୀନାଥନ ଗବେଷଣା ପ୍ରତିଷ୍ଠାନ ସଭା କକ୍ଷରେ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ରର ଭବିଷ୍ୟତ ସମ୍ପର୍କରେ ଆଲୋଚନା ହୋଇଥିଲା।

ଏଥିରେ କୋରାପୁଟ ସାଂସଦ ସପ୍ତଗିରି ଶଙ୍କର ଉଲାକା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।ଏଥିରେ ୧୪ଟି ରାଜ୍ୟରୁ ସମ୍ପାଦକମାନେ ଯୋଗ ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes