ଅଗଷ୍ଟ କ୍ରାନ୍ତି ଦିବସ ପାଳିତ

ଓଡିଶା ରାଜ୍ୟ ଅଭିଲେଖାଗାର ପକ୍ଷରୁ ପ୍ରତି ବର୍ଷା ଭଳି ଆଜି ଅଗଷ୍ଟ କ୍ରାନ୍ତି ଦିବସ ପାଳିତ ହୋଇଯାଇଛି l କାର୍ଯ୍ୟକ୍ରମରେ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢ଼ୀ, ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଯୋଗ ଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes