ଅଗଷ୍ଟ ୧ରେ ନୂଆ ନିଯୁକ୍ତି ପାଇବାକୁ ଥିବା ଶିକ୍ଷକଙ୍କ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ

୧ ତାରିଖ ସନ୍ଧ୍ୟା ୫ଟାରେ କଳିଙ୍ଗ ଷ୍ଟାଡିୟମରେ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ ହେବ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବା ନେଇ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes