ଅଗଷ୍ଟ ୧୩ ବେଳକୁ ଆଉ ଏକ ଲଘୁଚାପ

୧୩ ଅଗଷ୍ଟ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏହା ସୃଷ୍ଟି ହେବାର ପରବର୍ତ୍ତୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes