ଅଗଷ୍ଟ ୨୯ ଓ ୩୦ରେ ଅନୁସୂଚିତ ଜାତି/ଜନଜାତି ସଂସଦୀୟ କମିଟି ସମ୍ମିଳନୀ

୧୯୯୪ ପରେ ପ୍ରଥମ କରି ଓଡ଼ିଶାରେ କୌଣସି ସଂସଦୀୟ କମିଟିର ବୈଠକ ହେବ ଅନୁଷ୍ଠିତ ହେବାକୁ ଯାଉଛି। ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ପ୍ରତିନିଧି ଆସିବେ। ସବୁ ବିଧାନସଭା କମିଟି ଅଧ୍ୟକ୍ଷ, ୫ ସଦସ୍ୟ, ୪ ବିଧାୟକ ଯୋଗ ଦେବେ ଏବଂ ଅନୁସୂଚିତ ଜାତି/ଜନଜାତି ଉନ୍ନୟନ ସଂସଦୀୟ କମିଟିର ୩୦ ସଦସ୍ୟ ଯୋଗଦେବେ।

କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିବେ ଏବଂ ବାଚସ୍ପତି ଓ କେନ୍ଦ୍ରମନ୍ତ୍ରୀ ଯୋଗ ଦେବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes