ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ୍ OTET

ଦୁଇଟି ସିଟିଂରେ ସ୍ପେଶାଲ୍ OTET ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ସକାଳ ୯ଟାରୁ ୧୧.୩୦ ଯାଏଁ ପେପର୍‌-୧ ପରୀକ୍ଷା ଏବଂ ଦିନ ୨ଟାରୁ ସାଢେ ୪ଟା ଯାଏଁ ପେପର୍‌-୨ ପରୀକ୍ଷା ହେବ।

ଅଗଷ୍ଟ ୨୨ରୁ ୱେବ୍‌ସାଇଟ୍‌ରେ ଆଡ୍‌ମିଟ୍ କାର୍ଡ ଉପଲବ୍ଧ ହେବ କହିଛି ବୋର୍ଡ। ପ୍ରଶ୍ନପତ୍ର ଲିକ୍ ଯୋଗୁଁ ପୂର୍ବ ପରୀକ୍ଷା ବାତିଲ୍ ହୋଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes