ଅଗଷ୍ଟ ୯ ତାରିଖ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ୍

ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବାକୁ ସର୍ଭେ ହେବ କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

୨୧ ବର୍ଷ ହୋଇଥିବା ଯୁବତୀ/ମହିଳା ଆବେଦନ କରିପାରିବେ। ଅଗଷ୍ଟ ୯ ତୃତୀୟ କିସ୍ତି ପରେ ସୁଭଦ୍ରା ପୋର୍ଟାଲ୍ ଖୋଲିବ କହିଛନ୍ତି ଉପମୁଖ୍ୟମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes