ଅଗ୍ନିପଥ ଯୋଜନା ପ୍ରତ୍ୟାହାର ଦାବିରେ ସିପିଆଇଏମର ବିକ୍ଷୋଭ ପ୍ରଦର୍ଶନ

କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନା ପ୍ରତ୍ୟାହାର ଦାବିରେ ଆଜି କଳାହାଣ୍ଡି ଜିଲ୍ଲା ସିପିଆଇଏମ ଜିଲ୍ଲା ସାଧାରଣ ସମ୍ପାଦକ ବିଶ୍ଵଜିତ ଚାଟାର୍ଜୀଙ୍କ ନେତୃତ୍ୱରେ ଶତାଧିକ ମହିଳା ଓ ପୁରୁଷ ବିରାଟ ଶୋଭାଯାତ୍ରାରେ ଯାଇ ତହସିଲଦାରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ତହସିଲଦାର ଜୟନ୍ତ ମେହେରଙ୍କୁ ଏକ ଦାବୀପତ୍ର ପ୍ରଦାନ କରିଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version