ଅଗ୍ନିଶମ କର୍ମଚାରୀଙ୍କ ଆନ୍ଦୋଳନ ଉପରେ ଲାଗିଲା ଏସ୍‌ମା

ଅତ୍ୟାବଶ୍ୟକ ସେବା ଆଇନ ଏସ୍‌ମା ଲଗାଇଲେ ରାଜ୍ୟ ସରକାର। ଏସ୍‌ମା ଆଗାମୀ ୬ ମାସ ପର୍ଯ୍ୟନ୍ତ ବଳବତ୍ତର ରହିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

ବିଭିନ୍ନ ଦାବିରେ ଆଜିଠାରୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଅଗ୍ନିଶମ କର୍ମଚାରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes