ଅଗ୍ନି ନିରାପତ୍ତା ଓ ଗ୍ରୀଷ୍ମ ପ୍ରବାହ ଯୋଗୁଁ ସଚେତନତା କାର୍ଯ୍ୟକ୍ରମ

ସୋନପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ସ୍ଥାନୀୟ ଅଗ୍ନିଶମ କର୍ମଚାରୀମାନେ ଅଗ୍ନି ନିରାପତ୍ତା ଓ ଗ୍ରୀଷ୍ମ ପ୍ରବାହ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା।

ଏଥିରେ ସମସ୍ତ ଛାତ୍ର ଓ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes