ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ ପରେ ରାସ୍ତାରୋକ

ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଏନ୍ଏଚ୍ ୧୬ ସିନ୍ଧେକେଲା ଥାନା ଶୁଣ୍ଢିମୁଣ୍ଡା ଗାଁ ନିକଟରେ ରାସ୍ତାରୋକ କରିଛନ୍ତି ଲୋକେ।

କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତା ରୋକିଲେ ପରିବାର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes