ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ପଞ୍ଚାୟତର ବୁରୋଘାଟ ମହାନଦୀ କୂଳରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ଶବ ଉଦ୍ଧାର କରାଯାଇଛି ।
ଶବଟି ମହାନଦୀର ବନ୍ୟା ସମୟରେ ଅନ୍ୟ କେଉଁ ସ୍ଥାନରୁ ଭାସି ଆସିଥିବା ସନ୍ଦେହ କରାଯାଉଛି ।
Credible Local News of Odisha