ଅଟୋ ରିକ୍ସା ମହାସଂଘ ପକ୍ଷରୁ ରକ୍ତଦାନ ଶିବିର

ଓଡ଼ିଶା ମୋ ପରବାର ତରଫରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଜୟଦେବ ବିହାର ଠାରେ ଅନୁଷ୍ଠିତ ହୋଇଯାଇଛି l

ଏହି ଅବସରରେ ଭୁବନେଶ୍ୱର ଅଟୋ ରିକ୍ସା ମହାସଂଘ ପକ୍ଷରୁ ରକ୍ତଦାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l ଏଥିରେ ମେୟର ସୁଲୋଚନା ଦାସ, ବିଧାୟକ ସୁଶାନ୍ତ ରାଉତ ଓ ଅନ୍ୟମାନେ ଯୋଗଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes