ଅତାବିରା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଆଜି ମଂଗଳବାର ମଧ୍ଯାହ୍ନ ୧୨ଟାରେ ବରଗଡ ଜିଲ୍ଲା ଅତାବିରା ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ବେହେରାଙ୍କ ସଭାପତିତ୍ବରେ ।

ଏହି ବାର୍ଷିକ ଉତ୍ସବରେ ମୁଖ୍ଯ ଅତିଥି ଭାବେ ଅତାବିରା ବିଧାୟିକା ସ୍ନେହାଗିଂନୀ ଛୁରିଆ, ସମ୍ମାନୀତ ଅତିଥି ଭାବେ ଅତାବିରା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମିଶ୍ରାଣୀ କୁମ୍ଭାର, ଅତାବିରା ଏନଏସି ଅଧ୍ଯକ୍ଷ ବନମାଳୀ ବରିହା, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ତ୍ତିକ ବାଗ ଯୋଗ ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes