ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କୁ ରିମାଣ୍ଡରେ ଆଣିଲା ଭିଜିଲାନ୍ସ

କ୍ରିପ୍ଟୋ କରେନ୍ସି ଲିଙ୍କ ନେଇ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାର ରଞ୍ଜନ ଦାଶଙ୍କୁ ୩ ଦିନିଆ ରିମାଣ୍ଡରେ ଆଣିଛି ଭିଜିଲାନ୍ସ।

୨୮ରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିଲେ ନିହାର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes