ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ହାଇକୋର୍ଟ ହାଜିରା ନିର୍ଦ୍ଦେଶ ଦେଇଛନ୍ତି। ସଚିବଙ୍କ ସହ ପୌର ପ୍ରଶାସନ ନିର୍ଦ୍ଦେଶକ ଓ କଟକ ଜିଲ୍ଲାପାଳଙ୍କୁ ମଧ୍ୟ ନିର୍ଦ୍ଦେଶ ହୋଇଛି।
ହାଜିରା ସୁନିଶ୍ଚିତ ପାଇଁ ପୋଲିସ କମିଶନରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ୩୦ ତାରିଖ ସକାଳ ୧୦ଟା ୩୦ରେ ହାଜର ପାଇଁ ନିର୍ଦ୍ଦେଶ ଦେଇଛନ୍ତି।