ଅଧିକ ଘନୀଭୂତ ହେଉଛି ଲଘୁଚାପ କ୍ଷେତ୍ର

ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହେବା ସହ ଉତ୍ତର ପଶ୍ଚିମ ଦୁଗକୁ ଗତିକରି ଆଜି ଅବପାତରେ ପରିଣତ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆସନ୍ତାକାଲି ସନ୍ଧ୍ୟା ପର୍ଯ୍ୟନ୍ତ ଲଘୁଚାପ ବାତ୍ୟାରେ ରୂପାନ୍ତରିତ ହୋଇପାରେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes