ଅନୁଗୁଳ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଚେତାବନୀ

ଆଜି ଅନୁଗୁଳ, କେନ୍ଦୁଝର, ସମ୍ବଲପୁର ଓ ବରଗଡ ଜିଲ୍ଲାରେ ଆସନ୍ତା 24 ଘଣ୍ଟାରେ ଏଇ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି l
କେତେକ ସ୍ଥାନରେ 20 ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି କୁହାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes