ଅନୁଭବଙ୍କ ଘର ଛାଡ଼ିବେ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ

ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଚାଲିଥିବା ଛାଡ଼ପତ୍ର ମାମଲା ମଧ୍ୟରେ ଅନୁଭବଙ୍କ ଆବେଦନକୁ ଗ୍ରହଣ କରି କଟକ ଏସଡ଼ିଜେଏମ କୋର୍ଟ ଆଜି ବର୍ଷାଙ୍କୁ ଅନୁଭବଙ୍କ ଘର ଛାଡି ଅନ୍ୟତ୍ର ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି l
ବର୍ଷାଙ୍କୁ ମାସିକ ଖର୍ଚ୍ଚ ବାବଦରେ ପ୍ରତି ମାସର 10 ତାରିଖ କିମ୍ବା ତା ପୂର୍ବରୁ ଅନୁଭବ 30 ହଜାର ଟଙ୍କା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes