ଅନୁସୂଚିତ ଜନଜାତି ସଦସ୍ୟଙ୍କୁ ଆକ୍ରମରେ ବିକ୍ଷୋଭ

ଅନୁସୂଚିତ ଜନଜାତି ସଦସ୍ୟ ଅନନ୍ତ୍ ନାୟକଙ୍କୁ ଆକ୍ରମଣ ପ୍ରତିବାଦରେ କେନ୍ଦୁଝର ଜିଲ୍ଲା ଆଦିବାସୀ ସମାଜ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ବହୁ ସଂଖ୍ୟାରେ ବିଭିନ୍ନ ଅଂଚଳରୁ ଜନଜାତି ସମ୍ପ୍ରଦାୟର ଲୋକମାନେ ଏକ ରାଲିରେ ବାହାରି ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଥିଲେ। ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ ହେବ ବୋଲି କୈଳାସ ନାଏକ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes