ଅପରାଜିତାଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ଆଜି ସଂସଦୀୟ କାର୍ଯ୍ୟାଳୟରେ ଜନ ସାଧାରଣଙ୍କ ସମସ୍ୟା ଶୁଣି ସମାଧାନ ପାଇଁ ପ୍ରୟାସ କରିଛନ୍ତି l

ଆଗାମୀ ଦିନରେ ନିୟମିତ ଭାବେ ଏହି କାର୍ଯ୍ୟକ୍ରମ ଜାରି ରହିବ l ନିଜର ଗୋଷ୍ଠିଗତ, ସାମୁହିକ ଏବଂ ବ୍ୟକ୍ତିଗତ ସମସ୍ୟା ସହ ଉପସ୍ଥିତ ହୋଇପାରିବେ ବୋଲି ସାଂସଦ ଜନସାଧାରଣଙ୍କୁ ଆହ୍ୱାନ କରିଛନ୍ତି l

Leave a Comment