ଅବପାତ ବର୍ଷାକୁ ନେଇ ସବୁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି

ମୟୂରଭଞ୍ଜ, କେନ୍ଦୁଝରରେ ଭୀଷଣ ବର୍ଷା ସମ୍ଭାବନା ଥିବାରୁ ସଜାଗ ରହିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଲେ ଏସଆରସି।

ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଓ ସୁନ୍ଦରଗଡ଼ରେ ବି ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୮ ତାରିଖ ଯାଏଁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes