ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ

ଫୁସ୍‌ଫୁସ୍‌ ସଂକ୍ରମଣଜନିତ ସମସ୍ୟା ନେଇ କଟକ ସିଡିଏର ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି ହୋଇଛନ୍ତି।

ଏବେ ବୁଦ୍ଧାଦିତ୍ୟଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes