ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ପଞ୍ଚାୟତ ସମିତି ଗୃହ ଠାରେ ଆଜି ଅଭିଯୋଗ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଶିବିରରେ ଜିଲ୍ଲାପାଳ ସରୋଜ କୁମାର ସେଠୀ ଯୋଗ ଦେଇଥିବା ବେଳେ ବିଭିନ୍ନ ପଞ୍ଚାୟତ ସମସ୍ୟା ବିଷୟରେ ସରପଞ୍ଚମାନେ ଉପସ୍ଥାପନା କରିଥିଲେ।
Credible Local News of Odisha