ଅମରେଶ ବିଜେଡିରୁ ସସ୍‌ପେଣ୍ଡ

ଗିରଫ ପରେ କର୍ପୋରେଟର ଅମରେଶ ଜେନାଙ୍କୁ ଦଳରୁ ସସ୍‌ପେଣ୍ଡ କଲା ବିଜେଡି। ଦଳ ସଭାପତିଙ୍କ ନିର୍ଦ୍ଦେଶରେ ସସ୍‌ପେଣ୍ଡ କରାଯାଇଥିବା ନେଇ ସୂଚନା ଜାରି ହୋଇଛି।

ନାବାଳିକା ଦୁଷ୍କର୍ମ ମାମଲାରେ ବିଜେଡି କର୍ପୋରେଟର ଅମରେଶ ଜେନାଙ୍କୁ ଆଜି ବାଲେଶ୍ୱରରୁ ଗିରଫ କରିଛି କମିଶନରେଟ୍ ପୁଲିସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes