ଅରବିନ୍ଦଙ୍କ ନିଲମ୍ବନ ଉପରେ ପୁନର୍ବିଚାର କରାଯିବ

ଶଙ୍ଖଭବନରେ ବରିଷ୍ଠ ନେତାଙ୍କୁ ଭେଟିବା ପରେ ଅରବିନ୍ଦଙ୍କ ସମର୍ଥକ ଏହି ପ୍ରତିକ୍ରିୟା ରଖିଛନ୍ତି। ପ୍ରତାପ ଜେନା, ଦେବୀପ୍ରସାଦ ମିଶ୍ର ଆମକୁ ପ୍ରତିଶ୍ରୁତି ଦେଇଛନ୍ତି, ପୁନର୍ବିଚାର କରିବାକୁ ସମୟ ମାଗିଛନ୍ତି, ପୁନର୍ବିଚାର କରାଯିବ କହିଛନ୍ତି ସମର୍ଥକ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes