ଅରୁଣ ବୋଥ୍ରା ହେଲେ କ୍ରାଇମବ୍ରାଞ୍ଚ ଏଡିଜି

ଆଇପିଏସ ଅଫିସର ଅରୁଣ ବୋଥ୍ରାଙ୍କୁ ରାଜ୍ୟ ସରକାର କ୍ରାଇମବ୍ରାଞ୍ଚ ଏଡିଜି ଭାବେ ନିଯୁକ୍ତ କରିଛନ୍ତି।

ଆଜି ରାଜ୍ୟ ସରକାର ଭାରତୀୟ ପୁଲିସ ସେବା ଅଧିକାରୀ ସ୍ତରରେ ଏକ ଅଦଳ ବଦଳ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes