ଅର୍ଥନୈତିକ କରିଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, କଟକ, ପୁରୀ ଓ ପାରାଦୀପ ଅର୍ଥନୈତିକ କରିଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏନେଇ ଲୋକସେବା ଭବନ କନଭେନସନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes