ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବଡ଼ଖମାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି ।

ଏଥିରେ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ମୁଖ୍ୟଅତିଥି ଭାବେ ଯୋଗଦେଇ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes