ସୋନପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ହନୁମାନ ପାଲି ଠାରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ପାଇଁ ଆଜି ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ଶୁଭ ସ୍ତମ୍ଭ ସ୍ଥାପନ କରାଯାଇଛି। ଏଥିରେ ପୂଜକ ପଣ୍ଡିତ ସଦାନନ୍ଦ ପଣ୍ଡା ପୂଜା କାର୍ଯ୍ୟ ତୁଲାଇଥିବା ବେଳେ ଗ୍ରାମବାସୀ ଉପସ୍ଥିତ ସହଯୋଗ କରିଥିଲେ।

Credible Local News of Odisha