ଅସରଡ଼ା ଜଙ୍ଗଲରେ ଦନ୍ତାହାତୀର ମୃତ୍ୟୁ

ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜ ଅସରଡ଼ା ଜଙ୍ଗଲରେ ଏକ ଦନ୍ତାହାତୀର ମୃତ୍ୟୁ ହୋଇଥିବା ବନବିଭାଗ ପକ୍ଷରୁ ସୂଚନା ମିଳିଛି ।

ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଥିବା ଜଣାପଡିଛି । ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes