ଆଇଏଏସ ଧୀମାନ ଚକ୍‌ମାଙ୍କୁ ମିଳିଲା ଜାମିନ

୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ। ଲାଞ୍ଚ ନେଲା ବେଳେ ଗିରଫ କରିଥିଲା ଭିଜିଲାନ୍ସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes