ବତ୍ତର୍ମାନ ଉନ୍ନୟନ କମିଶନର ଥିବା ଦେଓ ରଞ୍ଜନ କୁମାର ସିଂଙ୍କୁ ଷ୍ଟିଲ ଓ ମାଇନ୍ସ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ସୁରେନ୍ଦ୍ର କୁମାରଙ୍କୁ ସଂସଦୀୟ ବ୍ୟାପାର ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ସୁରେନ୍ଦ୍ର କୁମାର ସାଧାରଣ ପ୍ରଶାସନ ଦାୟିତ୍ବରେ ମଧ୍ୟ ରହିବେ। ବିଷ୍ଣୁପଦ ସେଠୀ ହେଲେ ଓଡ଼ିଶା ବନ ଉନ୍ନୟନ ନିଗମ ଅଧ୍ୟକ୍ଷ ଏବଂ କେବିକେ ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି।