ଆଇସିସି କମିଟି ନକଲେ କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ

ଆଇସିସି କମିଟି ନକଲେ କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ ହେବ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ମାସେ ଭିତରେ ସବୁ କଲେଜରେ ICC କମିଟି କରିବାକୁ ଟାର୍ଗେଟ ରଖାଯାଇଛି। ଯେଉଁମାନେ ଭୁଲ୍ ଅଭିଯୋଗ କରୁଛନ୍ତି ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ କହିଛନ୍ତି ପ୍ରଭାତୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes