ଆଉ ୩ ସହରରେ ଓଡ଼ିଶା ଭବନ ନିର୍ମାଣ ପାଇଁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଦିଲ୍ଲୀର ନୂଆ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟ ସଂପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବା ସହ ନିର୍ମାଣ ପ୍ରକ୍ରିୟା ଯଥାଶୀଘ୍ର ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଲେ।

୪୭୬୧ ବର୍ଗମିଟର ଅଞ୍ଚଳରେ ନିର୍ମାଣ ହେବ ଓଡ଼ିଶା ଭବନ। ୭ ମହଲା ବିଲ୍ଡିଂରେ ମୋଟ୍ ୪୫ କୋଠରୀ ରହିବ ଏବଂ ବିଲ୍ଡିଂରେ ରହିବ ଓଡ଼ିଆ ପରମ୍ପରା ଓ ସଂସ୍କୃତିର ଝଲକ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes