ଡାକ୍ତର ମୃତ ଘୋଷଣା କରିଥିବା କହିଛନ୍ତି ବରଗଡ଼ ଦାୟିତ୍ବରେ ଥିବା ବଲାଙ୍ଗିର ଏସ୍ପି ଅଭିଳାଷ.ଜିଙ୍କ। ବୁର୍ଲା ମେଡିକାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ଝିଅର ମୃତ୍ୟୁ ଘଟିଛି।
ବରଗଡ଼ରୁ ସଙ୍କଟାପନ୍ନ ଅବସ୍ଥ୍ରାରେ ବୁର୍ଲା ଅଣାଯାଇଥିଲା। ଫିରିଙ୍ଗିମାଲ ଗାଁରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିଲେ।
Credible Local News of Odisha