ଆଗକୁ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ହେବାକୁ ଯାଉଛି : ମୁଖ୍ୟମନ୍ତ୍ରୀ

ଆଗକୁ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ (SODC) ହେବାକୁ ଯାଉଛି, ଏନେଇ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ନେତୃତ୍ବରେ ଟାସ୍କ ଫୋର୍ସ ଗଠନ ହୋଇଛି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ପୂର୍ବ ସରକାର ଦକ୍ଷିଣ ଓଡ଼ିଶା ବିକାଶକୁ ଗୁରୁତ୍ବ ଦେଉ ନଥିଲେ, ଆମ ସରକାର ସବୁ ଅଞ୍ଚଳର ବିକାଶକୁ ଗୁରୁତ୍ବ ଦେଉଛନ୍ତି। ରତ୍ନଗର୍ଭା କୋରାପୁଟର ବିକାଶ ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ। ୭୬୨ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭ ଉଦ୍‌ଘାଟନ ହୋଇଛି। ବିଶେଷକରି ୪ଟି ବର୍ଗ- ଗରିବ, ମହିଳା, କୃଷକ, ଯୁବକଙ୍କ ବିକାଶକୁ ଗୁରୁତ୍ବ ଦିଆଯାଇଛି କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes