ବିଧାନସଭା ପରିସରରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୈଠକଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତ ଅଛନ୍ତି।
ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଉପସ୍ଥିତ ଅଛନ୍ତି। ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ଓ ବିଧାୟକ ଜୟନାରାୟଣ ମିଶ୍ର ମଧ୍ୟ ଉପସ୍ଥିତ ଅଛନ୍ତି।