ଆଗାମୀ ୩ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଏନେଇ ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

୪୦-୫୦ କିମି ବେଗରେ ପବନ ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes