ଆଗାମୀ 48 ଘଣ୍ଟାରେ ଓଡିଶା ଛୁଇଁବ ମୌସୁମୀ ବାୟୁ

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ ପାଇଁ ପାଗ ଅନୁକୂଳ ଥିବାରୁ ଆଗାମୀ 48 ଘଣ୍ଟା ମଧ୍ୟରେ ଏହା ଓଡ଼ିଶାରେ ପ୍ରବେଶ କରିବା ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଟ୍ୱିଟ କରି କୁହାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes