ଆଜିଠାରୁ ରାଜ୍ୟରେ ବଦଳିବ ପାଗ, ତାତିରୁ ମିଳିବ ଆଶ୍ୱସ୍ତି

ଗୁରୁଚାପ ବଳୟ ପ୍ରଭାବ ହ୍ରାସ ଯୋଗୁଁ ତାପମାତ୍ରା ହ୍ରାସ ସମ୍ଭାବନା ରହିଛି।

ଆଗାମୀ ୩ରୁ ୪ ଦିନ ଯାଏଁ କାଳବୈଶାଖୀ ପ୍ରଭାବ ବଢ଼ିବା ସମ୍ଭାବନା ଥିବାବେଳେ ୩ ଦିନ ମଧ୍ୟରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବା ସମ୍ଭାବନା ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes