ଆଜିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟ ତମାମ ବର୍ଷା ସମ୍ଭାବନା

ଆଜି ଅତି ପ୍ରବଳ ବର୍ଷା ନେଇ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟ ୧୩ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ହୋଇଛି। ଏହି ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଂଜାମ, ବୌଦ୍ଧ, ସୋନପୁର, ଅନୁଗୁଳ, ଦେବଗଡ଼, ବରଗଡ଼ ସମ୍ବଲପୁର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes