ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା

ଓଡ଼ିଶାରେ କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ଏଇ ସୂଚନା ଦେଇଛନ୍ତି।

୩ରୁ ୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes