ଆଜିଠୁ ଆରମ୍ଭ ହେଉଛି +୨ ପରୀକ୍ଷା

ପରୀକ୍ଷା ଦେଉଛନ୍ତି ୩ ଲକ୍ଷ ୮୬ ହଜାର ୨୫୦ ପରୀକ୍ଷାର୍ଥୀ।

୧୧୬୦ ପରୀକ୍ଷା କେନ୍ଦ୍ର ସହ ୨୦୨ଟି ପରୀକ୍ଷା ନିୟନ୍ତ୍ରଣ ହବ୍‌ ରହିଛି। ମାର୍ଚ୍ଚ ୨୦ ତାରିଖ ଯାଏଁ ପରୀକ୍ଷା ଚାଲିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes