ଆଜିଠୁ ଘଟଣାର ସାକ୍ଷ୍ୟ ଓ ତଥ୍ୟ ଗ୍ରହଣ କରିବେ ଉନ୍ନୟନ କମିଶନର୍

ପୁରୀ ଶରଧାବାଲି ଦଳାଚକଟାରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ଆଜିଠୁ ଘଟଣାର ସାକ୍ଷ୍ୟ ଓ ତଥ୍ୟ ଗ୍ରହଣ କରିବେ ଉନ୍ନୟନ କମିଶନର୍।ଭୁବନେଶ୍ବର ରାଜ୍ୟ ଅତିଥି ଭବନରେ ଆଜି ଅପରାହ୍ନ ପରଠୁ ସାକ୍ଷାତ ଏବଂ ଆସନ୍ତାକାଲି ଅପରାହ୍ନ ୩ରୁ ପୁରୀ ସ୍ପେଶାଲ୍ ସର୍କିଟ୍‌ ହାଉସ୍‌ରେ ସାକ୍ଷାତ କରିବେ।

ସୂଚନା କିମ୍ବା ତଥ୍ୟ ଦେବାକୁ ମେଲ୍‌ ID [email protected]ରେ ଏବଂ ଯୋଗଯୋଗ ପାଇଁ ଟେଲିଫୋନ୍ ନଂ-୦୬୭୪-୨୫୩୬୮୮୨/୨୩୯୧୯୭୦ ଜାରି ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes