ଆଜିଠୁ ପୁଣି ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା

ଲୀଳାଖେଳା ସାରି ରତ୍ନବେଦୀକୁ ଫେରିଛନ୍ତି ଶ୍ରୀଜିଉ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲୀଳାଖେଳା ଆରମ୍ଭ ହୋଇଛି। ପ୍ରଥମ ନୀଳାଚଳ ଅବଢ଼ା ପାଇବା ପାଇଁ ଭକ୍ତ ବ୍ୟାକୁଳ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes