ଆଜିଠୁ ମାଟ୍ରିକ ଖାତାଦେଖା ଆରମ୍ଭ

ଆଜିଠୁ ରାଜ୍ୟରେ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ଖାତାଦେଖା ଆରମ୍ଭ ହେବ । ଦଶମ, ଏସ୍‌ଓଏସ୍ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ ହେବ ।

ଏଥିରେ ମୋଟ ୪୮୧ ଜଣ ମୁଖ୍ୟ ପରୀକ୍ଷକ ନିୟୋଜିତ ଥିବା ବୋର୍ଡ ପକ୍ଷରୁ ସୂଚନା ମିଳିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes