ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୨ ଦିନିଆ କେନ୍ଦୁଝର ଗସ୍ତ

ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ଵରରୁ ବାହାରି ରାଇସୁଆଁ ଏୟାରଷ୍ଟ୍ରିପରେ ପହଞ୍ଚିବେ। ସେଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଶୁଭାରମ୍ଭ କାର୍ଯ୍ୟକ୍ରମ ଯୋଗ ଦେବେ ଏବଂ ପରେ ଦରବାର ହଲ୍‌ରେ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ କରିବେ।

ଅପରାହ୍ନରେ ଫୁଟବଲ୍ ଫାଇନାଲ୍ ମ୍ୟାଚରେ ଯୋଗ ଦେବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes