ଆଜିଠୁ ଯୁକ୍ତଦୁଇ ପରୀକ୍ଷା

ଆଜି ପ୍ରଥମ ଦିନରେ ବିଜ୍ଞାନ ବିଭାଗର ପରୀକ୍ଷା ଥିବାବେଳେ କାଲି କଳା ଓ ବାଣିଜ୍ୟ ଓ ୩ ତାରିଖରୁ ଧନ୍ଦାମୂଳକ ପରୀକ୍ଷା ହେବ ।

ସକାଳ ୧୦ଟାରୁ ଅପରାହ୍ନ ଗୋଟାଏ ଯାଏ ଦିନକୁ ଗୋଟିଏ ଲେଖାଏ ସିଟିଂରେ ପରୀକ୍ଷା ହେବ । ମୋଟ ୧୧ ଶହ ୪୫ଟି କେନ୍ଦ୍ରରେ ପ୍ରାୟ ସାଢେ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବେ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version